Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

୨ ଲୋକସଭା ଓ ୯ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

3/04/2019 at 12:22 AM

୨ଟି ଲୋକସଭା ଓ ୯ଟି ବିଧାନସଭା ପାଇଁ କଂଗ୍ରେସ ତାଲିକା ପ୍ରକାଶ ପାଇଛି । କଟକ ଲୋକସଭା ଆସନରୁ ପଞ୍ଚାନନ କାନୁନଗୋଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଯାଜପୁରରୁ ଲୋକସଭା ଆସନରୁ ମାନସ ଜେନାଙ୍କୁ ପ୍ରାର୍ଥୀ କରାଯାଇଛି । ସେହିଭଳି ବାଲେଶ୍ୱର ବିଦାନସଭା ଆସନରୁ ମାନସ ଦାସ ପଟ୍ଟନାୟକ, ଧର୍ମଶାଳାରୁ ସ୍ମୁତିରେଖା ପହି, ଯାଜପୁରରୁ ସନ୍ତୋଷ କୁମାର ନନ୍ଦ, ହିନ୍ଦୋଳରୁ ତ୍ରିନାଥ ବେହେରା, କାମାକ୍ଷାନଗରରୁ ଭବାନୀଶଙ୍କର ମହାପାତ୍ର, ବଡ଼ମ୍ୱାରୁ ବବି ମହାନ୍ତି, ପାରାଦୀପରୁ ଅରିନ୍ଦମ ସର୍କେଲ୍, ପିପିଲିରୁ ଯୁଦିଷ୍ଟିର ସାମନ୍ତରାୟ, ବେଗୁନିଆରୁ ପୃଥିବୀ ବଲ୍ଲଭ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରାଯାଇଛି ।

   Related Posts