୨୦ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

Published By : Prameya-News7 Bureau | March 29, 2019 IST

ଭୁବନେଶ୍ବର ୨୯|୩ :  ୨୦ଟି ବିଧାନସଭା ଆସନ ପାଇଁ କଂଗ୍ରେସ ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିଛି । ତେଲକୋଇରୁ ମୋହନ ହେମ୍ବ୍ରମ, ପାଟଣାରୁ ଗୋପେଶ୍ବର ନାୟକ, ଯଶୀପୁରରୁ ମହେନ୍ଦ୍ର ନାୟକ, ଉଦଳାରୁ ବେଣୁଧର ମହାପାତ୍ର, ବାରିପଦାରୁ ଦାଶରଥୀ ସିଂହ, ଭୋଗରାଇରୁ ସତ୍ୟଶିବ ଦାସ, ବସ୍ତାରୁ ବିଜନ ନାୟକ, ରମୁଣାରୁ ପ୍ରତାପ ସେଠୀ, ବାସୁଦେବପୁରରୁ ଅଶୋକ ଦାସ, ଧାମନଗରରୁ ଡକ୍ଟର ବିଦ୍ୟଧର ଜେନା, ବିଞ୍ଝାରପୁରରୁ ମନୋରଞ୍ଜନ ଦାସ, ବରୀରୁ ଉମେଶ ଜେନା, ସୁକିନ୍ଦାରୁ ଶରତ ରାଉତ, ପର୍ଜଙ୍ଗରୁ ଜସସ୍ବିନୀ ରାଉତ, ନିଆଳିରୁ ମମତା ଭୋଇ, ମାହାଙ୍ଗାରୁ ଦେବେନ୍ଦ୍ର କୁମାର ସାହୁ, ପାଟକୁରାରୁ ଜୟନ୍ତ ମହାନ୍ତି, ତିର୍ତ୍ତୋଲରୁ ବିଭୁପ୍ରସାଦ ତରାଇ, ପୁରୀରୁ ଔରପ୍ରସାଦ ମିଶ୍ର ଏବଂ ନୟାଗଡରୁ ମନୋଜ ସାହୁଙ୍କୁ ଦଳ ପ୍ରାର୍ଥୀ କରିଛି ।

{"id":98042}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.