Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଦେୟମୁକ୍ତ ଓ ଦୈନିକ ଟିକାକରଣ ସଂଖ୍ୟା ବୃଦ୍ଧି ଦାବି କଲା କଂଗ୍ରେସ, ଜିଲ୍ଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ଦେଲେ ଦାବିପତ୍ର

4/06/2021 at 1:30 PM

ଭଦ୍ରକ ୪।୬: ଦେଶରେ ଦେୟମୁକ୍ତ ଟିକାକରଣ ବ୍ୟବସ୍ଥା ସହ ଦୈନିକ ୧ କୋଟି ଟିକାକରଣ ପାଇଁ ଜିଲ୍ଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତିଙ୍କୁ ଦାବିପତ୍ର ଦେଲା କଂଗ୍ରେସ । ପ୍ରଦେଶ କଂଗ୍ରେସ କମିଟି ନିଷ୍ପତ୍ତି ଅନୁଜତି ଭଦ୍ରକ ଜିଲ୍ଲା କଂଗ୍ରେସ କମିଟି ଏହି ଦାବିପତ୍ର ଭଦ୍ରକ ଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଛି । କାରୋନା ପାଇଁ ଦେଶ ଓ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଜାରି ରହିଛି । ଏହି ସମୟରେ ପର୍ଯ୍ୟାପ୍ତ ସଂଖ୍ୟକ ଟିକା ପ୍ରଦାନ କରାଯାଉନଥିବା କହିଛି କଂଗ୍ରେସ ।

ଏବେ ପର୍ଯ୍ୟନ୍ତ ଦେଶରେ ମାତ୍ର ୩ ପ୍ରତିଶତରୁ ସାମାନ୍ୟ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି । କିନ୍ତୁ ଆଗାମୀ ଦିନରେ ଦେଶରେ ଟିକାକରଣ ସଂଖ୍ୟା ବୃଦ୍ଧି କରି ଦୈନିକ ଏକ କୋଟି ଟିକାକରଣ ପାଇଁ ଦାବି କରିଛି । ତେବେ ଏ ନେଇ ରାଷ୍ଟ୍ରପତିଙ୍କୁ ଭଦ୍ରକ ଜିଲ୍ଲାପାଳଙ୍କ ମାଧ୍ୟମରେ ଦାବିପତ୍ର ପ୍ରଦାନ କରିଛି ଦଳ ।

   Related Posts