Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁର୍କୀରେ ବଡ ଧରଣର ଭୂକମ୍ପ ପରେ ସୁନାମି: ପ୍ରକୃତି ରଚିଲା ତାଣ୍ଡବଲୀଳା, ୬ ମୃତ, ୨୦୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ କଲେ କଂଗ୍ରେସ କର୍ମୀ, ମନ୍ତ୍ରୀଙ୍କ ଘର ଉପରକୁ ଟମାଟୋ ମାଡ

4/12/2019 at 3:18 PM

ଭୁବନେଶ୍ବର ୪।୧୨: ରାଜ୍ୟରେ ନାରୀ ନିର୍ଯାତନା ବଢୁଥିବା ପ୍ରତିବାଦରେ ଆଜି ପୁଣି ରାଜ ରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ରାଜରାସ୍ତାରେ କଂଗ୍ରସ କର୍ମୀ ପ୍ରତିବାଦ କରିଛନ୍ତି । ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ରଙ୍କ ବାସଭବନ ଘେରାଉ କରିବା ସହ ପୀଡିତାଙ୍କୁ ନ୍ୟାୟ ଦାବିରେ ନାରାବାଜି କରିଛି କଂଗ୍ରେସ ।

ଏପରିକି ମନ୍ତ୍ରୀଙ୍କ ଘର ଉପରକୁ ଟମାଟୋ ମାଡ କରିଛନ୍ତି କଂଗ୍ରେସ କର୍ମୀ । ସେଠାରେ ସେମାନଙ୍କୁ ପୋଲିସ ଅଟକ ରଖିଛି । ଗତକାଲି କଂଗ୍ରେସ କର୍ମୀ ନବୀନ ନିବାସ ଘରାଉ ପାଇଁ ଉଦ୍ୟମ କରିଥିଲା ।

   Related Posts