Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||
  • ୫ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା : ରହିବେ ୭ଦିନ ହୋମ୍ ଆଇସୋଲେସନ୍‌ରେ
  • ||
  • ଅଳ୍ପକେ ବର୍ତ୍ତିଲେ ବିଏସଏଫ ଯବାନ, କମ୍ବିଂ ବେଳେ ବିପୁଳ ପରିମାଣର ବିସ୍ପୋରକ ଜବତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍, ୩୩୭୧୦୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଖୋର୍ଦ୍ଧା : ସାରୁଆରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ନୂଆ ଦାୟିତ୍ବ ନେବା ପରେ ପିସିସି ସଭାପତିଙ୍କ ପ୍ରଥମ ବୈଠକ

22/04/2018 at 6:54 AM

କଂଗ୍ରେସ ଭବନରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବୈଠକ
ବୈଠକରେ ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂହ ଉପସ୍ଥିତ
ଏହାସହ ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ତାରା ପ୍ରସାଦ ବାହିନୀପତି, କ୍ୟାମ୍ପେନ କମିଟି ଅଧ୍ୟକ୍ଷ ଭକ୍ତ ଦାସ ଓ ସମସ୍ତ ବିଧାୟକ ଉପସ୍ଥିତ
ନିରଞ୍ଜନ ପଟ୍ଟନାୟକ ସଭାପତି ହେବା ପରେ ଏହା ପ୍ରଥମ ବୈଠକ
ବୈଠକରେ ଉପସ୍ଥିତ ଅଛନ୍ତି ପ୍ରଦୀପ ମାଝୀ, ଚିରଞ୍ଜୀବ ବିଶ୍ବାଳ, ନବ ଦାସ, ଭକ୍ତ ଦାସ

Leave a Reply

   Related Posts