Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ‘ଇତିହାସରେ ହୋଇଥିବା ଭୁଲଗୁଡିକୁ ଏବେ ସୁଧାରୁଛି ଭାରତ’, କଂଗ୍ରେସକୁ ଟାର୍ଗେଟ୍ କରି ବର୍ଷିଲେ ପ୍ରଧାନମନ୍ତ୍ରୀ ମୋଦି
  • ||
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ

9/12/2021 at 12:57 PM

ଭୁବନେଶ୍ବର ୯।୧୨: ବିଜେଡି ଓ ବିଜେପି ବିକ୍ଷୋଭ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ । ସେ କହିଛନ୍ତି, ଦୁଇ ଦଳ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ଵ । ସେମାନେ ବାରମ୍ବାର  ନାଟକବାଜି ଓ ଡ୍ରାମା କରୁଛନ୍ତି ।

ରାଜ୍ୟ ସରକାର ଦରଦାମ ବୃଦ୍ଧି ନେଇ କେନ୍ଦ୍ର ବିରୋଧରେ ଆନ୍ଦୋଳନ କରିବା ଏକ ହାସ୍ୟାସ୍ପଦ ଘଟଣା । ନିଜେ ଦରଦାମ କମାଉ ନାହାନ୍ତି, ଟ୍ୟାକ୍ସ କମାଉ ନାହାନ୍ତି କି ଏଥିରେ ନିୟନ୍ତ୍ରଣ ଆଣୁ ନାହାନ୍ତି । ବିଜେପି ବି ସେହିପରି କରୁଛି ।

କଂଗ୍ରେସ ଏସବୁଠୁ ଦୂରେଇ ରହିଛି । ଯାହା ରାଜ୍ୟବାସୀଙ୍କ ପ୍ରସଙ୍ଗ, ସମସ୍ୟା ଏବଂ ମମିତା ହତ୍ୟାକାଣ୍ଡ ବିଷୟରେ ଆମେ ସରକାରଙ୍କୁ ଘେରିଛୁ । ଆମର ଏହି କାର୍ଯ୍ୟକ୍ରମ ଜାରି ରହିଛି ବୋଲି ବିଧାୟକ କହିଛନ୍ତି ।

   Related Posts