Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ବିଧାନସଭା ଚାଲିଥିବାବେଳେ ଗଣମାଧ୍ୟମରେ ମନ୍ତବ୍ୟ ଦେବା ଅଭିଯୋଗ ଆଣି ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଲେ ନରସିଂହ ମିଶ୍ର

19/11/2019 at 1:53 PM

ଭୁବନେଶ୍ବର ୧୯।୧୧: ଆଜି ଶୂନ୍ୟ କାଳରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ସିକ୍ୟୁରିଟି ଏସ୍‌ପି କାହ୍ନୁଚରଣ ପଟ୍ଟନାୟକଙ୍କ ବିରୋଧରେ କଂଗ୍ରେସ ଏହି ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିଛି ।

ବିଧାନସଭା ଚାଲୁଥିବା ବେଳେ ସେ ଉଠାଇଥିବା ପ୍ରସଙ୍ଗ ଉପରେ ଜଣେ ଅଧିକାରୀ ସିଧାସଳଖ ଗଣମାଧ୍ୟମରେ ମନ୍ତବ୍ୟ ରଖିଛନ୍ତି । ଯାହା ଫଳରେ ଗୃହର ସ୍ବାଧିକାର ଭଙ୍ଗ ହୋଇଛି । ତେଣୁ ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଉ। ତାଙ୍କୁ ଗୃହକୁ ଡକାଯାଉ ବୋଲି କହିଛନ୍ତି ନରସିଂହ ମିଶ୍ର । ବାଚସ୍ପତି ଏନେଇ ଅନୁଧ୍ୟାନ କରାଯିବ ବୋଲି କହିଥିଲେ।

   Related Posts