ପ୍ରଶ୍ନକାଳ ଆରମ୍ଭରୁ ଗୃହରେ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଓ ନାରାବାଜି : ସାଢେ ୧୧ଟା ଯାଏଁ ଗୃହ ମୁଲତବୀ

Published By : Prameya-News7 Bureau | July 01, 2019 IST

ଭୁବନେଶ୍ୱର ୧/୭ : ଆଜି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଆରମ୍ଭ ହୋଇଛି । ଗୃହର ମଧ୍ୟ ଭାଗକୁ ଆସି କଂଗ୍ରେସ ସଦସ୍ୟ ହୋହଲ୍ଲା ଓ ନାରାବାଜି କରିଛନ୍ତି । ବାଚସ୍ପତି କଂଗ୍ରେସର ମୁଲତବୀ ପ୍ରସ୍ତାବ ଗ୍ରହଣ ନକରିବାରୁ ପ୍ରତିବାଦ କରିଛନ୍ତି କଂଗ୍ରେସ ସଦସ୍ୟ । କୃଷି ଓ କୃଷକ ସମସ୍ୟା ନେଇ ମୁଲତବୀ ପ୍ରସ୍ତାବ ଆଣିଛି କଂଗ୍ରେସ ।

{"id":129295}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.