Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||

ପ୍ରଶ୍ନକାଳ ଆରମ୍ଭରୁ ଗୃହରେ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଓ ନାରାବାଜି : ସାଢେ ୧୧ଟା ଯାଏଁ ଗୃହ ମୁଲତବୀ

1/07/2019 at 10:14 AM

ଭୁବନେଶ୍ୱର ୧/୭ : ଆଜି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଆରମ୍ଭ ହୋଇଛି । ଗୃହର ମଧ୍ୟ ଭାଗକୁ ଆସି କଂଗ୍ରେସ ସଦସ୍ୟ ହୋହଲ୍ଲା ଓ ନାରାବାଜି କରିଛନ୍ତି । ବାଚସ୍ପତି କଂଗ୍ରେସର ମୁଲତବୀ ପ୍ରସ୍ତାବ ଗ୍ରହଣ ନକରିବାରୁ ପ୍ରତିବାଦ କରିଛନ୍ତି କଂଗ୍ରେସ ସଦସ୍ୟ । କୃଷି ଓ କୃଷକ ସମସ୍ୟା ନେଇ ମୁଲତବୀ ପ୍ରସ୍ତାବ ଆଣିଛି କଂଗ୍ରେସ ।

   Related Posts