Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ବିରୋଧୀ ଦଳ ନେତା ଘୋଷଣା ହୋଇନଥିବାରୁ ଗୃହରେ କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା ଓ କକ୍ଷତ୍ୟାଗ

25/06/2019 at 12:03 PM

ଭୁବନେଶ୍ବର ୨୫|୬: ବିଧାନସଭାର ବଜେଟ୍ ଅଧିବେଶନ ।  ପ୍ରଥମ ଦିନରେ  ରାଜ୍ୟପାଳଙ୍କ ଉଦବୋଧନରୁ ଆରମ୍ଭ ହୋଇଥିଲା । ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭରୁ ରାଜ୍ୟପାଳ ଅଭିଭାଷଣ ରଖିଥିଲେ । ଦିବଙ୍ଗତ ପୂର୍ବତନ ସାଂସଦ ଓ ବିଧାୟକ  ଓ  ସହିଦ ଯବାନଙ୍କ ପାଇଁ ଶୋକ ପ୍ରକାଶ କରଯାଇଥିଲା । ଫୋନିର ଭୟାବହତା ଓ କ୍ଷୟକ୍ଷତି ବାବଦରେ ଜଣାଇବା ସହ ବାତ୍ୟାର ସଫଳତାର ସହ ମୁକାବିଲା ନେଇ ସରକାରଙ୍କୁ ସାବାସୀ ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । 

ସେପଟେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଧନ୍ୟବାଦ ପ୍ରସ୍ତାବ ରଖୁଥିବା ବେଳେ କଂଗ୍ରେସ ସଭ୍ୟମାନେ ଗୃହ ମଧ୍ୟ ଭାଗକୁ ଆସି ହୋହଲ୍ଲା ଆରମ୍ଭ କରିଦେଇଥିଲେ । ହୋହଲ୍ଲା କରିବା ପରେ କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଛନ୍ତି । ବିରୋଧୀ ଦଳ ନେତା ନ ଘୋଷଣା କରି ଶୋକ ପ୍ରସ୍ତାବ ଆଗତ ହୋଇନି ବୋଲି ଅଭିଯୋଗ ଆଣିଛି କଂଗ୍ରେସ ।

   Related Posts