Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ପାଣିରେ ଭାସି ଯାଇଥିଲେ ବାପା-ପୁଅ, ଠାବ ହେଲା ମୃତଦେହ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ : ୨୪ ଘଣ୍ଟାରେ ବାହାରିଲେ ୫୮୦ କୋଭିଡ୍ ପଜିଟିଭ୍
  • ||
  • ଦେବୀ ଓ ମହାନଦୀରେ ବଢୁଛି ଜଳସ୍ତର, ଜଗତସିଂହପୁରରେ ବନ୍ୟା ସ୍ଥିତି
  • ||
  • ୧୮ରୁ ଲଘୁଚାପ, ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ପୁରୀରୁ ଫେରିବା ବେଳେ ଓଲଟିଲା ବୋଲେରୋ, ୧୩ ଯାତ୍ରୀ ଆହତ
  • ||
  • ପୋଲ ଭାଙ୍ଗି ଗାଁରେ ପଶିଲା ପାଣି, ପଟ୍ଟାମୁଣ୍ଡାଇ ଅମୃତମଣୋହୀ ଛକରେ ଘାଇ
  • ||
  • ଗୁଣ୍ଡେରପୁର ବ୍ରିଜ୍ ଉପରେ ୩ ଫୁଟ୍ ପାଣି, ସମ୍ବଲପୁର-ସୋନପୁର ବିଛିନ୍ନ
  • ||

ୟେଦୁରପ୍ପାଙ୍କ ଶପଥ ଗ୍ରହଣ ଉତ୍ସବକୁ ବିରୋଧ କରି ଧାରଣାରେ କଂଗ୍ରେସ ନେତା

17/05/2018 at 6:44 AM

ରାଜ୍ୟପାଳଙ୍କ ନିର୍ଦ୍ଦେଶକୁ ସାମ୍ବିଧାନୀକ କହି ଆସୁଥିବା କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ୟେଦୁରପ୍ପାଙ୍କ ଶପଥ ଗ୍ରହଣ ଉତ୍ସବକୁ ବିରୋଧ କରି କର୍ଣ୍ଣାଟକ ବିଧାନସଭା ପରିସରରେ ଗାନ୍ଧି ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଛନ୍ତି କଂଗ୍ରେସ ନେତା । ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା, ବରିଷ୍ଠ ନେତା ଗୁଲାମନବୀ ଆଜାଦଙ୍କ ସବହ ବହୁ ବରିଷ୍ଠ ନେତା ଧାରଣାରେ ସାମିଲ ହୋଇଛନ୍ତି ।

Leave a Reply

   Related Posts