Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

ନିର୍ବାଚନ ତାରିଖ ଘୋଷଣା ପରେ ଆସନ୍ତାକାଲି ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧି

14/03/2019 at 2:12 PM

ବରଗଡ ୧୪|୩ : ନିର୍ବାଚନ ତାରିଖ ଘୋଷଣା ହେଲା ପରେ ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧି । ବରଗଡ ସରସରାରେ ଦଳୀୟ ସମାବେଶରେ ଯୋଗ ଦେଇ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ରାହୁଲ । ଏ ନେଇ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଆଜି ସାମ୍ବାଦିକ ସମ୍ମିଳନୀ କରି  ଏ ନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି । କଂଗ୍ରେସର ଓଡିଶା ପ୍ରଭାରୀ ଟି.ଏସ ସିଂଦେଓ ରାହୁଲଙ୍କ କାର୍ଯ୍ୟକ୍ରମ ନିରୀକ୍ଷଣ କରିବା ଲାଗି ବରଗଡ ଆସି ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରିଥିଲେ । ଏହି ସମୟରେ ବାହାରେ ଥିବା କର୍ମୀମାନେ ଧସ୍ତାଧସ୍ତି ହୋଇଥିଲେ ।

   Related Posts