Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଦରଦାମ ବୃଦ୍ଧି ପ୍ରତିବାଦ ନେଇ କଂଗ୍ରେସର ଆନ୍ଦୋଳନ, ସାଇକେଲ ଚଢି ପ୍ରତିବାଦ କଲେ ନେତା

9/07/2021 at 2:52 PM

କଣ୍ଟାବାଞ୍ଜି ୯/୭: କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ଦରଦାମ ବୃଦ୍ଧି ନେଇ ଆଜି ନଗର କଂଗ୍ରେସ କମିଟି ପକ୍ଷରୁ ସାଇକେଲ ରାଲି ଏବଂ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି । କଂଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୟରେ କଂଗ୍ରେସ କର୍ମୀମାନେ କଂଗ୍ରେସ ଅଫିସରୁ ସାଇକେଲ ରାଲି କରିଥିଲେ ।

ସହରର ମୁଖ୍ୟ ରାସ୍ତା ଦେଇ ସାଇକେଲ ରାଲି ସିଂଗଲପଡା ପହଂଚିଥିଲା । ସେଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ପ୍ରତିବାଦ ସଭାରେ କେନ୍ଦ୍ର ସରକାର ଏବଂ ରାଜ୍ୟ ଦରକାର ଦିନ ଦରଦାମ ବୃଦ୍ଧି, ପେଟ୍ରୋଲ ଦରଦାମ ବୃଦ୍ଧି କରୁଥିବା ଯୋଗୁ ଲୋକେ ବହୁତ ଅସୁବିଧାର ସମ୍ମୁଖିନ ହେଉଥିବା ବିଧାୟକ କହିଥିଲେ ।

   Related Posts