Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ମାଲକାନଗିରିରେ ଧାନର ଅଭାବି ବିକ୍ରିକୁ ନେଇ କଂଗ୍ରେସର ଆନ୍ଦୋଳନ

11/02/2019 at 12:00 PM

ମାଲକାନଗିରି ୧୧|୨: ମାଲକାନଗିରିରେ ଧାନର ଅଭାବି ବିକ୍ରିକୁ ନେଇ ଆନ୍ଦୋଳନ କରିଛି କଂଗ୍ରେସ । ବିଭିନ୍ନ ଧାନ ମଣ୍ଡିରେ ଶହ ଶହ ଧାନ ବସ୍ତା ପଡିରହିଛି । ପ୍ରତିବାଦରେ ଶତାଧିକ ଚାଷୀଙ୍କୁ ନେଇ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି । ଯେପର୍ଯ୍ୟନ୍ତ ଚାଷୀଙ୍କ ଧାନ କିଣା ନଯିବ ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ ଅଛନ୍ତି ।

   Related Posts