Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଗଞ୍ଜାମ ଜିଲ୍ଲାରେ କଂଗ୍ରେସ ସ୍କ୍ରିନିଂ କମିଟି: ଟିକଟ ପାଇଁ କାହା ନାଁ ହେଲା ଫାଇନାଲ

13/02/2019 at 6:41 PM

ବ୍ରହ୍ମପୁର ୧୩|୨: ଆରମ୍ଭ ହୋଇଛି ପ୍ରଦେଶ କଂଗ୍ରେସରେ ସ୍କ୍ରିନିଂ କମିଟି ବୈଠକ । ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ପ୍ରାର୍ଥୀ ତାଲିକା । ଫେବ୍ରୁଆରୀ ଶେଷ ସୁଦ୍ଦା ଚୁଡ଼ାନ୍ତ ପ୍ରାର୍ଥୀ ତାଲିକା ଦେବାକୁ କଂଗ୍ରେସ ଅଧ୍ୟକ୍ଷ ରାହୁଲଗାନ୍ଧି ନିର୍ଦେଶ ଦେଇଛନ୍ତି ।

ତେଣୁ ସାଂଗଠନିକ ନେତାଙ୍କ ସହ ଆଲୋଚନା କରୁଛନ୍ତି ସ୍କ୍ରିନିଂ କମିଟି ସଦସ୍ୟ । ଏହି ପ୍ରକ୍ରିୟା ଭିତରେ ଆଜି ବ୍ରହ୍ମପୁରରେ  ଏଆଇସିସି ସ୍କ୍ରିନିଂ କମିଟି ସଭ୍ୟ ନୌସାତ୍‌ ସୋଲାଙ୍କି ଗଞ୍ଜାମ ଜିଲ୍ଲା କଂଗ୍ରେସ ନେତାଙ୍କ ସହ ଆଲୋଚନା କରି ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରୁଛନ୍ତି ।

 ସାଥୀରେ ଥିଲେ ପିସିସି ଉପସଭାପତି ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର । ଏମିତିରେ ହିଞ୍ଜିଳି ବିଧାନସଭା ମଣ୍ଡଳୀ ପାଇଁ  ଆଶାୟୀ କଂଗ୍ରେସ ନେତା ଶମ୍ଭୁ ପାଣିଗ୍ରାହୀ ଓ ପଦ୍ମଲୋଚନ ସାହୁ ଉପସ୍ଥିତ ରହି ଦଳୀୟ ସଂଗଠନ, କାର୍ଯ୍ୟକ୍ରମ ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ ।

   Related Posts