Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ପ୍ରକାଶ ପାଇଲା କଂଗ୍ରେସର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

25/03/2019 at 4:43 PM

ଭୁବନେଶ୍ୱର ୨୫/୩ : ବିଜେପି ଓ ବିଜେଡି ପରେ କଂଗ୍ରେସ ଆଜି ପ୍ରକାଶ କରିଛି ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା | ଏହି ତାଲିକାରେ ଓଡିଶାରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ରାମଚନ୍ଦ୍ର ଖୁଣ୍ଟିଆ, ପ୍ରଦୀପ ମାଝୀ, ଚିରଞ୍ଜିବି ବିଶ୍ୱାଳ, ଭକ୍ତ ଚରଣ ଦାସ, ନରସିଂହ ମିଶ୍ର, ପଞ୍ଚାନନ କାନୁନ୍ଗୋ, ଶରତ ପଟ୍ଟନାୟକ, ଶରତ ରାଉତ, ଜୟଦେବ ଜେନା, ଜଗନ୍ନାଥ ପଟ୍ଟନାୟକ, ଗଣେଶ୍ୱର ବେହେରା, ପଦ୍ମାକର ଗୁରୁ, ଶିବାନନ୍ଦ ରାୟ, ବିଶ୍ୱ ରଞ୍ଜନ ମହାନ୍ତି, ଓଡିଶା ପ୍ରଭାରୀ ଜିତେନ୍ଦ୍ର ସିଂଙ୍କ ନାଁ ରହିଛି |

ଷ୍ଟାର ପ୍ରଚାରକ ତାଲିକାରେ ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପ୍ରିୟଙ୍କା ଗାନ୍ଧୀ, ଟି.ଏସ ସିଂହଦେଓ, କଳମନାଥ, ଜ୍ୟୋତିରଦିତ୍ୟ ସିନ୍ଧିଆ, ସଚିନ ପାଇଲଟ, ନବଜୋତ ସିଂ ସିଦ୍ଧୁ, ଆଜରୁଦ୍ଦିନ, ଅଭିନେତ୍ରୀ ଖୁଶବୁ, ନଗମା, ବିଜୟ ଶାନ୍ତି, ଶର୍ମିଷ୍ଠା ମୁଖାର୍ଜୀ, ରାଜ ବବର ପ୍ରମୁଖ ରହିଛନ୍ତି |

   Related Posts