Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣା: ଆକ୍ରମଣକାରୀକୁ ଗିରଫ ଦାବିରେ ଭଦ୍ରକ ଜିଲ୍ଲା କଂଗ୍ରେସର ଧାରଣା

18/01/2021 at 8:16 PM

ଭଦ୍ରକ୧୮/୧: ପିସିସି ସଭାପତିଙ୍କ ଉପରକୁ ଆକ୍ରମଣା ଘଟଣାର ପ୍ରତିବାଦ କଲା ଭଦ୍ରକ କଂଗ୍ରେସ କମିଟି। କେନ୍ଦୁଝର ଗସ୍ତ ବେଳେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ କରାଯାଇଥିଲା। ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରୁ କଂଗ୍ରେସ କର୍ମୀମାନେ ଏକ ଶୋଭାଯାତ୍ରାରେ ଆସି ଭଦ୍ରକ ଜିଲ୍ଲା ପୋଲିସ କାର୍ଯ୍ୟାଳୟ ସମ୍ମୁରେ ପ୍ରତିବାଦ କରିଛନ୍ତି। ପିସିସି ସଭାପତିଙ୍କ ଉପରକୁ ଆକ୍ରମଣ ଘଟଣାକୁ ଜିଲ୍ଲା କଂଗ୍ରେସ ସଭାପତି ନିନ୍ଦା କରିଛନ୍ତି। ତେବେ ଆକ୍ରମଣକାରୀକୁ ଗିରଫ ଦାବି କରିଛନ୍ତି। ତେବେ ଘଟଣାରେ ତଦନ୍ତ ଠିକ ଭାବେ କରିବା ପାଇଁ ମଧ୍ୟ ଦାବି କରିଛନ୍ତି।

   Related Posts