Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଝାରସୁଗୁଡା: ବୈଠକରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ

24/01/2021 at 5:43 PM

 ଝାରସୁଗୁଡା୨୪/୧: ଝାରସୁଗୁଡାରେ ଜିଲ୍ଲା ଯୁବ କଂଗ୍ରେସର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଯୁବ କଂଗ୍ରେସର ସଭାପତି ସ୍ମୃତି ରଞ୍ଜନ ଲେଙ୍କା ଯୋଗ ଦେଇଥିଲେ। ଗତ ୨୧ ବର୍ଷ ହେଲା ରାଜ୍ୟ ସରକାର ଯୁବ ସମାଜକୁ ଅବହେଳା କରିଥିବା ସେ କହିଥିଲେ। ନିର୍ବାଚନ ଆସିଲେ ଯୁବନୀତି ପ୍ରଣୟନ କଥା ମନେ ପଡେ।

ରାଷ୍ଟ୍ରୀୟ ଯୁବ କଂଗ୍ରେସର ସାଧାରଣ ସଂପାଦିକା ପ୍ରତିଭା ରଘୁବଂଶୀ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ କୃଷକ ମାରଣା ବିଲ ପାଇଁ ଦୁଇ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଚାଷୀମାନେ ରାସ୍ତାରେ ପଡି ରହିଛନ୍ତି। ରାଜ୍ୟରେ ଯୁବ କଂଗ୍ରେସର ସଂଗଠନକୁ ତୃଣମୂଳ ସ୍ତରରୁ ସୁଦୃଢ଼ କରିବା ଲକ୍ଷରେ ଯୁବ କଂଗ୍ରେସ ନେତାମାନେ ରାଜ୍ୟର ସବୁ ପ୍ରାନ୍ତକୁ ଗସ୍ତ କରୁଛନ୍ତି। ଯୁବ କଂଗ୍ରେସର ଏହି ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଯୁବ କଂଗ୍ରେସର ରାଷ୍ଟ୍ରୀୟ ସଂପାଦକ ରିୟାଜୁଲ ଅନସାରୀ ଓ ଜିଲ୍ଲା କଂଗ୍ରେସ ସଭାପତି ଭରତ ଅବସ୍ଥି ବୈଠକରେ ଯୋଗ ଦେଇ ଦଳୀୟ ଯୁବକର୍ମୀମାନଙ୍କୁ ସଂଗଠିତ ହେବାକୁ ଅହ୍ୱାନ ଦେଇଥିଲେ।

   Related Posts