Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ, ଭୁବନେଶ୍ଵରରେ ପ୍ରତିଷ୍ଠା କରିବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର
  • ||
  • ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ
  • ||
  • ବ୍ରହ୍ମପୁର : ଜମିଜମା ବିବାଦରୁ ବିଧବା ମହିଳାଙ୍କୁ ବୀଭତ୍ସ ହତ୍ୟା
  • ||
  • କଟକ : SCBରେ ମହିଳା ରୋଗୀଙ୍କ ଉପରେ ଖସିପଡିଲା ଫ୍ୟାନ୍, ଆଇସିୟୁରେ ଭର୍ତ୍ତି
  • ||
  • ଭୁବନେଶ୍ବର : ଆନ୍ତର୍ଜାତୀୟ ମହିଳା ଦିବସରେ ବିଜେଡିର ମହିଳା ସମାବେଶ, ମୁଖ୍ୟମନ୍ତ୍ରୀ କହିଲେ ମା’ମାନେ ଆଜନ୍ମ ନେତ୍ରୀ
  • ||
  • ଭୁବନେଶ୍ବର : ଗଠନ ହେଲା ୯ଜଣିଆ ଟାସ୍କ ଫୋର୍ସ, ଆୟତ୍ତ କରିବେ ନିଆଁ
  • ||
  • ବଲାଙ୍ଗିର : ରକ୍ତ ପାଇଁ ଗଲା ଜୀବନ ! ରୋଗୀ ମୃତ୍ୟୁକୁ ନେଇ ମେଡିକାଲରେ ଉତ୍ତେଜନା
  • ||
  • ସମ୍ବଲପୁର : ଜଙ୍ଗଲକୁ ଗଲେ ଠିକଣା ରଖିବ ବନ ବିଭାଗ, ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସୂଚନା ଦେଲେ ମିଳିବ ୫ହଜାର
  • ||
  • ସୁନ୍ଦରଗଡ : ବାଲି ଗଦାରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ପାରାଦୀପ : ଟ୍ରେନ୍ ଲାଇନ୍ କଡରୁ ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||

କଳାହାଣ୍ଡିରେ କଂଗ୍ରେସର ଦିନିକିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

31/08/2018 at 5:06 AM

କଳାହାଣ୍ଡି ୩୧/୮ : ଭବାନୀପାଟଣା ବିଜୁ କଲ୍ୟାଣ ମଣ୍ଡପ ଠାରେ କଂଗ୍ରେସ ଦଳ ଓଡିଶା ବ୍ଲକ ଜୋନ ସଭାପତିମାନଙ୍କ ଦିନିକିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଛି । ଉକ୍ତ ପ୍ରଶିକ୍ଷଣ ଶିବିରରେ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ, ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତ ଚରଣ ଦାସ, କାର୍ଯ୍ୟକାରି ସଭାପତି ପ୍ରଦୀପ ମାଝୀଙ୍କ ସମେତ ବହୁ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ଯୋଗଦାନ କରିଥିଲେ । ଏହି ପ୍ରଶିକ୍ଷଣ ଶିବିରରେ ବୁଥ୍ କମିଟିକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ଲୋକଙ୍କ ନିକଟରେ ପହଞ୍ଚିବାକୁ ଆହ୍ବାନ ଦିଆଯାଇଛି । ବିଶେଷ କରି ମୋଦୀ ସରକାରଙ୍କ ଚାରି ବର୍ଷର ନୀତି ଓ ୟୁପିଏ ସରକାରଙ୍କ ନୀତି ତଥା ନବୀନ ପଟ୍ଟନାୟକଙ୍କ ଶାସନରେ ଓଡିଶାର ବିଫଳତାକୁ ଲୋକଙ୍କ ନିକଟରେ ପହଞ୍ଚିବାକୁ ବିଶେଷଜ୍ଞ ଓ ନେତା ପ୍ରଶିକ୍ଷିତ କରିଥିଲେ ।

   Related Posts