Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ରାସ୍ତା କଡରୁ ରାଜମିସ୍ତ୍ରୀଙ୍କ ମୃତଦେହ ଉଦ୍ଧାର : ଅଜଣା ଗାଡି ଧକ୍କାରେ ମୃତ୍ୟୁ ସନ୍ଦେହ

30/12/2019 at 11:55 AM

କେନ୍ଦୁଝର ୩୦/୧୨: ଆନନ୍ଦପୁର ଥାନା କୋଡପଡା ଛକ ନିକଟରୁ ଜଣେ ରାଜ ମିସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ସ୍ଥାନୀୟ ଗୈଡଡିହା  ଗାଁର ସନାତନ ପାତ୍ର । ଗତକାଲି ସନାତନ ପଦ୍ମପୁର ଗାଁ କୁ କାମ କରିବାକୁ ଯାଇଥିଲେ । ହେଲେ ରାତିରେ ଆଉ ଘରକୁ ଫେରିନଥିଲେ ।

 ଆଜି ସକାଳୁ ତାଙ୍କ କ୍ଷତାକ୍ତ ମୃତଦେହ ରାସ୍ତାକଡରେ ପଡିଥିବା ଦେଖିବାକୁ ମିଳିଥିଲା । ଖବରପାଇ ଆନନ୍ଦପୁର ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି ।କୌଣସି ଏକ ଅଜଣା ଗାଡି ଧକ୍କା ରେ ମୃତ୍ୟୁ ଘଟିଥିବା ପୋଲିସ୍ ଓ ପରିବାର ଲୋକେ ସଂଦେହ କରିଛନ୍ତି। ମୃତ୍ୟୁର କାରଣ ସମ୍ପର୍କରେ ଅଧିକ ତଦନ୍ତ ଜାରି ରଖିଛି ପୋଲିସ୍।

   Related Posts