ରାଜଧାନୀରେ ଖସୁନି କରୋନା ଗ୍ରାଫ୍, ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍

Published By : Prameya-News7 Bureau | January 18, 2022 IST

ଭୁବନେଶ୍ୱର,୧୮/୦୧: ରାଜଧାନୀର ଆଉ ୬ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । ଏକାଧିକ କୋଭିଡ ପଜିଟିଭ୍‌ ବାହାରିବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଦକ୍ଷିଣ-ପୂର୍ବ ଜୋନ୍‌ର ୬ ଟି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ସେଥିମଧ୍ୟରେ ଜାଗମରା କ୍ରିଷ୍ଣା ଗାର୍ଡେନ ଫେଜ୍‌-୨ର ପ୍ଲଟ ନଂ ୨୧, କୋଳଥିଆ ସତ୍ୟସାଇ ଏନକ୍ଲେଭ ପ୍ଲଟ ନଂ- ୧୭୫, ଜଗମୋହନ ନଗର ପ୍ଲଟ ନଂ-୧୧୨୦, କୋଳଥିଆ ପ୍ଲଟ ନଂ- ୨୦, ପୋଖରୀପୁଟ କୋକିଳା ଏନକ୍ଲେଭ ପ୍ଲଟ ନଂ- ୧୦୬ ଏବଂ କ୍ରିଏଟିଭ୍‌ ଏନକ୍ଲେଭ ଫ୍ଲାଟ ନଂ ୪୦୩କୁ କଣ୍ଟେନ୍‌ମେଣ୍ଟ ଜୋନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.