Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ସାଲେପୁର ଏବଂ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ ହଟିଲା କଣ୍ଟେନ୍‌ମେଣ୍ଟ

13/04/2020 at 3:44 PM

ସାଲେପୁର୧୩/୪: ସାଲେପୁର ଏବଂ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ ହଟିଲା କଣ୍ଟେନ୍‌ମେଣ୍ଟ। ସେହିପରି ସାଲେପୁର ମିର୍ଜାପୁରର ୧୨ ଏବଂ ୧୩ ନମ୍ବର ଓ୍ବାର୍ଡରୁ କଣ୍ଟେନ୍‌ମେଣ୍ଟ ହଟିଛି। ଏହା ସହ ନିଶ୍ଚିନ୍ତକୋଇଲିର ଜୟରାମପୁର ପଞ୍ଚାୟତ ୧ ନଂ ଓ୍ବାର୍ଡରୁ  ମଧ୍ୟ କଣ୍ଟେନ୍‌ମେଣ୍ଟ ଉଠାଇ ଦିଆଯାଇଛି। ପରୀକ୍ଷା ହୋଇଥିବା ନମୁନା ନେଗେଟିଭ୍ ଆସିବା ପରେ ପ୍ରଶାସନର ଏଭଳି ନିଷ୍ପତ୍ତି ନେଇଛନ୍ତି। ଗତ ଏପ୍ରିଲ ୫ରେ ଏହି ଅଞ୍ଚଳକୁ ପ୍ରଶାସନ କଣ୍ଟେନ୍‌ମେଣ୍ଟ ଅଞ୍ଚଳ ବୋଲି ଘୋଷଣା କରିଥିଲେ।

   Related Posts