Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଝାରସୁଗୁଡାର କୁଡାଲୋଇ ଅଞ୍ଚଳ ଏବେ କଣ୍ଟେନମେଣ୍ଟ ଜୋନ୍ ମୁକ୍ତ

18/05/2020 at 1:44 PM

ଝାରସୁଗୁଡା ୧୮।୦୫ : ଝାରସୁଗୁଡା ଜିଲ୍ଲାର କୁଡାଲୋଇ ଅଞ୍ଚଳରୁ କଣ୍ଟେନମେଣ୍ଟ ଜୋନ ହଟିଲା । ଗତ ୩ତାରିଖରେ ଜଣେ କରୋନା ରୋଗୀ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିଲା । ତେବେ ସମ୍ପୃକ୍ତ ରୋଗୀ ସୁସ୍ଥ ହେବା , ଏବଂ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କ ସ୍ୱାବ ନମୁନା ନେଗେଟିଭ ବାହାରିବା ପରେ ଆଜି ଜିଲ୍ଲାପାଳ କୁଡାଲୋଇ ଓ ଆଖପାଖ ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣା ହଟାଇଛନ୍ତି ।

ଏହା ପୂର୍ବରୁ ବ୍ରଜରାଜନଗର ଅଞ୍ଚଳର ବଙ୍ଗଳା ଫେରନ୍ତା ଯୁବତୀ କରୋନାରୁ ସୁସ୍ଥ ହେବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କ ନମୁନା ନେଗେଟିଭ ବାହାରିବା ପରେ ବ୍ରଜରାଜନଗର ଅଞ୍ଚଳରୁ ପୂର୍ବରୁ କଣ୍ଟେନମେଣ୍ଟ ଜୋନ ଉଠାଯାଇଥିଲା। ବର୍ତ୍ତମାନ ଝାରସୁଗୁଡା ଜିଲ୍ଲା କରୋନା ମୁକ୍ତ ଜିଲ୍ଲା ତାଲିକାରେ ରହିଥିବା ବେଳେ ଅରେଞ୍ଜ ଜୋନ୍ ରୁ ଗ୍ରୀନ ଜୋନ୍ ହେବା ନେଇ ଜିଲ୍ଲାବାସୀ ଆଶା କରିଛନ୍ତି।

   Related Posts