Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଭଦ୍ରକ ପୁରୁଣା ବଜାର ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ କଟକଣା: ଏହି ଜିଲ୍ଲାରେ ଚିହ୍ନଟ ହୋଇଥିଲେ ପ୍ରଥମ କରୋନା ପଜିଟିଭ୍

15/04/2020 at 4:10 PM

ଭଦ୍ରକ୧୫/୪: ଭଦ୍ରକ ପୁରୁଣା ବଜାର ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ କଟକଣା। ଅନ୍ୟପଟେ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ମେ ୩ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ  ଲକଡାଉନ୍ କଟକଣା ବଳବତ୍ତର ରହିବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଖଣି ଖାଦନ ସେମେତ ୧୩ ଟି ବିଭାଗ ଖୋଲିବା ଅନୁମିତି ମିଳିଛି। ସେହିପରି ରାଜ୍ୟର କଟକ ଏବଂ ଭୁବନେଶ୍ବର ସମେତ ବିଭିନ୍ନ ଜିଲ୍ଲାରେ ଲକ୍‌ଡାଉନ୍ ନିୟମ କଡ଼ାକଡ଼ି କରାଯାଇଛି। ଯଦି ଜିଲ୍ଲା କଥା କହିବା ତେବେ ଭଦ୍ରକ ଜିଲ୍ଲାରୁ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେହି ଅଞ୍ଚଳକୁ ଜିଲ୍ଲା ପ୍ରଶାସନ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଥିଲେ। ସେହି ଅଞ୍ଚଳରୁ ଆଜି କଣ୍ଟେନମେଣ୍ଟ କଟକଣା ହଟିଛି।

   Related Posts