Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ବାଇଶି ପାହାଚ ହେବ ଆହୁରି ସୁନ୍ଦର: ମରାମତି ପାଇଁ ଏଏସ୍‌ଆଇ ଟିମ୍‌ର କାମ ଆରମ୍ଭ, ପୁରୁଣା ପଥର ବଦଳରେ ଲାଗିପାରେ ନୂଆ

27/10/2020 at 2:26 PM

ପୁରୀ ୨୭।୧୦: ଶ୍ରୀମନ୍ଦିରର ବାଇଶି ପାହାଚର ହେବ ମରାମତି । ଏଥିଲାଗି ଶ୍ରୀମନ୍ଦିରରେ ପହଞ୍ଚି ପ୍ରତିଟି ପାହାଚର ମାପଚୁପ ସହ ଅନୁଧ୍ୟାନ କରିଛନ୍ତି ଏଏସ୍‌ଆଇର ଟିମ୍‌ । ଦରକାର ପଡ଼ିଲେ ପୁରୁଣା ସ୍ଥାନରେ ନୂଆ ପଥର ଲାଗିବ ।

ତେବେ ମିଳିଥିବା ସୂଚାନନୁସାରେ, ଶ୍ରୀମନ୍ଦିରରେ ପହଞ୍ଚି ବାଇଶି ପାହାଚର ଯାଞ୍ଚ କରିଛି ଏଏସ୍‌ଆଇ ଟିମ୍‌ । ପ୍ରତିଟି ପାହାଚର ପଥରକୁ ଗୁରୁତ୍ୱ ସହ ଯାଞ୍ଚ କରିଛି ଏଏସ୍‌ଆଇ ଟିମ୍‌ । ଆବଶ୍ୟକ ପଡିଲେ, ଯଦି ପଥର ଖରା ପଡେ, ତେବେ ପୁରୁଣା ପଥର ବଦଳରେ ନୂଆ ପଥର ଲାଗିବା ପାଇଁ ବ୍ୟବସ୍ଥା କରାଯିବ । ସେହିପରି ମହାଲକ୍ଷ୍ମୀ ମନ୍ଦିର ମରାମତି ନେଇ ମଧ୍ୟ ଯାଞ୍ଚ କରାଯିବ । ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା କରି ମରାମତି କାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି ।

   Related Posts