Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୭୦ କରୋନା ସଂକ୍ରମିତ, ୧୦୪୯୮୬୭ରେ ପହଞ୍ଚିଲା ସଂଖ୍ୟା

3/12/2021 at 10:10 AM

ଭୁବନେଶ୍ୱର ୦୩।୧୨: ଗତ ୨୪ ଘଣ୍ଟା ମଧ୍ୟରେ ୨୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୮୬୭ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୭ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୨୪ ଜଣ, ଢ଼େଙ୍କାନାଳରୁ ୨୦ ଜଣ, କଟକରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ, ଯାଜପୁର ଓ ମୟୂରଭଞ୍ଜରୁ ୧୦ ଜଣ, ଝାରସୁଗୁଡ଼ାରୁ ୯ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଁଏ, ବାଲେଶ୍ବର ଓ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଲେଖାଁଏ, ବଲାଙ୍ଗୀରରୁ ୩ ଜଣ, ଅନୁଗୁଳ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ,ଜଗତସିଂହପୁର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଁଏ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୮୯୭୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୯୦୪୭୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts