Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଅଣ୍ଟା ଭିଡିଲା ଜିଲ୍ଲା ପ୍ରଶାସନ, କରୋନା ମହାମାରୀ ପାଇଁ ପୁଣି ସଚେତନତା

24/02/2021 at 9:43 AM

ଭଦ୍ରକ ୨୪।୦୨ : କରୋନା ମହାମାରୀର ସଚେତନତା ପାଇଁ ପୁଣି ଥରେ ଅଣ୍ଟା ଭିଡ଼ିଛି ପ୍ରଶାସନ । ଭଦ୍ରକ ଜିଲ୍ଲାର ବିଭିନ୍ନ ବ୍ଲକରେ ଏବେ ସଚେତନତା ପାଇଁ ପ୍ରଚାର ଆରମ୍ଭ ହୋଇଛି । ଭଣ୍ଡାରିପୋଖରୀ ବ୍ଲକର ବିଭିନ୍ନ ଅଞ୍ଚଳରେ ଏବେ କରୋନା ସଚେତନତା ପାଇଁ ଡ଼ାକବାଜି ଯନ୍ତ୍ରରେ ପ୍ରଚାର ଚାଲିଛି ।

ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱ ପାଇଁ ସଚେତନ କରାଯାଉଛି । ତେବେ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ପ୍ରଶାସନର ଅନୁମତି ନେବାପାଇଁ ଅନୁରୋଧ କରାଯାଉଛି । ତେବେ ନିୟମ ନ ମାନିଲେ ବିପର୍ଯ୍ୟୟ ପରିଚାଳନା ଆଇନ 2005 ଅନୁଯାୟୀ ଜୋରିମାନା ଆଦାୟ କରାଯିବ ବୋଲି ସୂଚନା ଦିଆଯାଇଛି । ତେବେ ଭଣ୍ଡାରିପୋଖରୀ ଗୋଷ୍ଠି ଉନୟନ ଅଧିକାରୀ ବିଜୟ ସାହୁଙ୍କ ସହ ବ୍ଲକର ଅଧିକାରୀ ମାନେ ଏହି ପ୍ରଚାର କାର୍ଯ୍ୟକ୍ରମ ସହ ବିଭିନ୍ନ ଅଞ୍ଚଳରେ ମାସ୍କ ଓ ସାମାଜିକ ଦୂରତା ନିୟମକୁ ଯାଞ୍ଚ କରୁଛନ୍ତି ।

   Related Posts