Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ମାଣ୍ଡୁକାରେ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

2/07/2021 at 3:39 PM

ଚଣ୍ଡିଖୋଲ ୨।୭: ଯାଜପୁର ଜିଲ୍ଲା ବଡଚଣା ବ୍ଲକ୍ ଅନ୍ତର୍ଗତ ମାଣ୍ଡୁକା ପଞ୍ଚାୟତରେ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଜନ ସଚେତନତା କାର୍ଯ୍ୟକ୍ରମରେ ପଞ୍ଚାୟତର ସମସ୍ତ ୱାର୍ଡ ମେମ୍ବର, ଆଶା, ଅଙ୍ଗନଓ୍ବାଡୀ କର୍ମୀ ଓ ଏଏନଏମ କର୍ମୀଙ୍କ ସମେତ ମେଡ଼ିକାଲ କର୍ମଚାରୀମାନେ ଯୋଗଦେଇ ମାସ୍କ, ସାବୁନ ବଣ୍ଟନ କରିଥିବା ବେଳେ, ସଚେତନ ରହିବା ଓ ସମଦୂରତା ବଜାୟ ରଖିବା ପାଇଁ ଡାକବାଜି ଯନ୍ତ୍ର ସାହାଯ୍ୟରେ ପଞ୍ଚାୟତରେ ସମସ୍ତେ ସୁସ୍ଥ ଓ ସୁରକ୍ଷିତ ରହି ପାରିବା ।

ଏହା ସହିତ କରୋନା  ନିୟମକୁ ପାଳନ କରିବାକୁ ପରାମର୍ଶ ଦେଇଥିଲେ।  ଏହି କାର୍ଯ୍ୟକ୍ରମକୁ  ସରପଞ୍ଚ ସସ୍ମିତା ରଥ ପରିଚାଳନା କରିଥିବା ବେଳେ ସଚେତନତା ହିଁ ସମସ୍ତଙ୍କ ସୁରକ୍ଷା କବଚ ବୋଲି  ବାର୍ତ୍ତା ଦେଇଥିଲେ ।

   Related Posts