Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଦେଶରେ ଖସୁଛି ସଂକ୍ରମଣ : ୨୪ ଘଣ୍ଟାରେ ୪୮ ହଜାରରୁ ଅଧିକ ପଜିଟିଭ୍, ୧୦୦୫ ମୃତ

1/07/2021 at 9:55 AM

ନୂଆଦିଲ୍ଲୀ, ୦୧/୦୭:: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୦୫ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୮୭୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଉପରେ ରହିଛି। ୨୪ ଘଣ୍ଟା ମଧ୍ୟରେ ୧୦୦୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪ ଲକ୍ଷ  ୧୧ ହଜାର ୬୩୪ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୯ ହଜାର ୪୫୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୪ ଲକ୍ଷ ୮୮ ହଜାର ୯୧୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୨୩୨୫୭।

   Related Posts