Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୧ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୦ ମୃତ

7/09/2021 at 9:42 AM

ନୂଆଦିଲ୍ଲୀ, ୦୭।୦୯ :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୧୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୯୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୦ ଲକ୍ଷ ୫୮ ହଜାର ୮୪୩ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୧ ହଜାର ୪୨ରେ ପହଞ୍ଚିଛି। ଏବେ ଦେଶରେ ୩୯୨୮୬୪ ସକ୍ରିୟ ମାମଲା ରହିଛି ।ସେହିପରି ୩୨୨୨୪୯୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts