Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ

19/09/2021 at 10:09 AM

ନୂଆଦିଲ୍ଲୀ, ୧୯।୦୯ :ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ  ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୯ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୦୭୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୦୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୪ ଲକ୍ଷ ୪୮ ହଜାର ୧୬୩ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୪ ହଜାର ୮୩୮ରେ ପହଞ୍ଚିଛି। ଏବେ ଦେଶରେ ୩୩୨୧୫୮ ସକ୍ରିୟ ମାମଲା ରହିଛି ।ସେହିପରି ୩୨୬୭୧୧୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts