Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୨ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୮ ମୃତ

7/10/2021 at 9:29 AM

ନୂଆଦିଲ୍ଲୀ ୦୭/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୨୪୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୧୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୮ ଲକ୍ଷ ୯୪ ହଜାର ୩୧୨ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୯ ହଜାର ୮୫୬ରେ ପହଞ୍ଚିଛି ।

ଏବେ ଦେଶରେ ୨୪୪୧୯୮ ସକ୍ରିୟ ମାମଲା ରହିଛି । ସେହିପରି ୩୩୨୦୦୨୫୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts