Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ

24/10/2021 at 9:42 AM

ନୂଆଦିଲ୍ଲୀ ୨୪/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୬୧ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୫୯୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୫୬୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୧ ଲକ୍ଷ ୭୫ ହଜାର ୪୬୮ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୫ ହଜାର ୨୬୯ରେ ପହଞ୍ଚିଛି । ଏବେ ଦେଶରେ ୧୭୨୫୯୪ ସକ୍ରିୟ ମାମଲା ରହିଛି ।ସେହିପରି ୩୩୫୪୮୬୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts