Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୨ ହଜାରରୁ ଅଧିକ କରୋନା ପଜିଟିଭ୍, ୨୫୧ ମୃତ

1/11/2021 at 9:46 AM

ନୂଆଦିଲ୍ଲୀ ୦୧/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୫୧ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୫୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୫୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୮୫ ହଜାର ୮୧୪ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୮ ହଜାର ୪୩୭ରେ ପହଞ୍ଚିଛି । ଏବେ ଦେଶରେ ୧୫୮୮୧୭ ସକ୍ରିୟ ମାମଲା ରହିଛି ।  ସେହିପରି ୩୩୬୬୮୫୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।   

   Related Posts