Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୦ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୩ ମୃତ

2/11/2021 at 9:39 AM

ନୂଆଦିଲ୍ଲୀ ୦୨/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୩ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦୪୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୪୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୨ ଲକ୍ଷ ୯୬ ହଜାର ୨୩୭ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୮ ହଜାର ୮୮୦ରେ ପହଞ୍ଚିଛି । ଏବେ ଦେଶରେ ୧୫୩୭୭୬ ସକ୍ରିୟ ମାମଲା ରହିଛି ।  ସେହିପରି ୩୩୬୮୩୫୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts