Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ

27/11/2021 at 9:41 AM

ନୂଆଦିଲ୍ଲୀ ୨୭/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୩୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୬୫ ଜଣଙ୍କ ମୃତ୍ୟୁ ହୋଇଛି ।

ଏବେସୁଦ୍ଧା ଦେଶରେ ୩୫ ଲକ୍ଷ ପାଖାପାଖି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୭୦୧୯ ସକ୍ରିୟ ମାମଲା ରହିଛି ।   ୪୬୭୯୩୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ୩୩୯୮୮୭୯୭ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts