Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୯ ହଜାରରୁ ଅଧିକ କରୋନା ପଜିଟିଭ୍, ୨୪୮ ମୃତ

9/10/2021 at 9:35 AM

ନୂଆଦିଲ୍ଲୀ ୦୯/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪୮ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୯୭୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୪୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୯ ଲକ୍ଷ ୩୫ ହଜାର ୩୦୯ରେ ପହଁଚିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୫୦ ହଜାର ୩୭୫ରେ ପହଞ୍ଚିଛି । ଏବେ ଦେଶରେ ୨୩୬୬୪୩ ସକ୍ରିୟ ମାମଲା ରହିଛି । ସେହିପରି ୩୩୨୪୮୨୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts