Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଦେଶରେ ଖସୁଛି ସଂକ୍ରମଣ : ୨୪ ଘଣ୍ଟାରେ ୩୭୦୦୦ରୁ ଅଧିକ ପଜିଟିଭ୍ ଚିହ୍ନଟ, ୯୦୭ ମୃତ

29/06/2021 at 9:25 AM

ନୂଆଦିଲ୍ଲୀ, ୨୯/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୦୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୭୫୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ତଳକୁ ଖସିଛି । ୨୪ ଘଣ୍ଟା ମଧ୍ୟରେ ୯୦୭ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩ ଲକ୍ଷ  ୧୬ ହଜାର ୮୯୭ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୭ ହଜାର ୬୩୭ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୩ ଲକ୍ଷ ୬୬ ହଜାର ୬୦୧ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୫୫୨୬୫୯।

   Related Posts