ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨୬କୁ ବୃଦ୍ଧି

ଭୁବନେଶ୍ବର ୧୧।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୫୨୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୬ଜଣ ସ୍ଥାନୀୟ … Continue reading ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨୬କୁ ବୃଦ୍ଧି