ରାଜ୍ୟରେ ଆଉ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ , ୭୫୪୫ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର ୦୨।୦୭ : ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । COVID-19 REPORT FOR 1st July New … Continue reading ରାଜ୍ୟରେ ଆଉ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ , ୭୫୪୫ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା