Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୬୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୪୬ ଡିସଚାର୍ଜ
  • ||
  • ବଶବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ପ୍ରସ୍ତାବ ଦେଲେ ୟେଦିୟୁରପ୍ପା
  • ||
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ଭୁବନେଶ୍ୱରରୁ ଆଉ ୧୩୩ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୦୦

10/08/2020 at 6:42 PM

ଭୁବନେଶ୍ୱର, ୧୦|୦୮: ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୧୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି  । ସେହିପରି ୨୦୦ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ପଜିଟିଭ୍ ସଂଖ୍ୟା ୪୦୬୨ରେ ପହଁଚିଛି ।

ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୬ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୩୭ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଏବେସୁଦ୍ଧା ମୋଟ୍ ୪୦୬୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଲେ ୨୬୭୩ ଆରୋଗ୍ୟ ହୋଇଛନ୍ତି । ୨୦ଜଣଙ୍କର ମୃତ୍ୟୁ ହୋଇଥିବା ବେଲେ ୧୩୬୭ଟି ସକ୍ରିୟ କେସ୍ ରହିଛି ।

   Related Posts