Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ରାଜଧାନୀରୁ ଆଉ ୨୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୯

31/12/2020 at 4:55 PM

ଭୁବନେଶ୍ୱର, ୩୧।୧୨: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୩୪ରେ ପହଞ୍ଚିଛି ।ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୪ ଜଣ ରହିଥିବା ବେଳେ ୧୭ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ୩୧୬୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୧୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୪୦ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts