ରାଜ୍ୟରେ ଚିହ୍ନଟ ହେଲେ ୧୬୪୩ କରୋନା ଆକ୍ରାନ୍ତ, ୪୪ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର ୦୮।୦୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୬୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୧୯୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୧୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୫ ଜଣ ସ୍ଥାନୀୟ ବାସିନ୍ଦା … Continue reading ରାଜ୍ୟରେ ଚିହ୍ନଟ ହେଲେ ୧୬୪୩ କରୋନା ଆକ୍ରାନ୍ତ, ୪୪ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା