ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୧୯୮୧ କରୋନା ଆକ୍ରାନ୍ତ, ୫୨ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର ୧୨।୦୮ : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୯୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୬୫୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୫୬ ଜଣ ସ୍ଥାନୀୟ … Continue reading ରାଜ୍ୟରେ ଚିହ୍ନଟ ହେଲେ ସର୍ବାଧିକ ୧୯୮୧ କରୋନା ଆକ୍ରାନ୍ତ, ୫୨ହଜାର ଟପିଲା ସଂକ୍ରମିତଙ୍କ ସଂଖ୍ୟା