Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ରାଜ୍ୟରେ ଆଉ ୭୩ କରୋନା ସଂକ୍ରମିତ ଚିହ୍ନଟ, ୬୧୧କୁ ବୃଦ୍ଧି ପାଇଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

14/05/2020 at 8:49 AM

ଭୁବନେଶ୍ବର ୧୪।୫: ରାଜ୍ୟରେ କରୋନା ସ୍ଥିତି ଅଣାୟତ । ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ଗୁରୁବାର ରାଜ୍ୟରେ ଆଉ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।

ଗୁରୁବାର ଚିହ୍ନଟ ହୋଇଥିବା ୭୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪୨, ଯାଜପୁର ଜିଲ୍ଲାରୁ ୧୭, ଭଦ୍ରକ ଜିଲ୍ଲାରୁ ୯, ଖୋର୍ଦ୍ଧା ଜିଲ୍ଲାରୁ ୩, ସୁନ୍ଦରଗଡ ଜିଲ୍ଲାରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts