Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାଇଦର ମାମଲାରେ ପୋଲିସକୁ ସହାୟତା କରିବି: ୟାକୁବ୍‌
  • ||
  • ଆତ୍ମସମର୍ପଣ କରିବି ବୋଲି କହିଲେ ହାଇଦର ସହଯୋଗୀ ୟାକୁବ
  • ||
  • ହାଇଦର ଫେରାର ନେଇ ନୂଆ ଖୁଲାସା: ବୁର୍ଲା ମେଡିକାଲରୁ ରେଫର ହୋଇନି, ଆଉଟ୍‌ଡୋର କି ଇନଡୋର୍‌ରେ ନାହିଁ ଗ୍ୟାଙ୍ଗଷ୍ଟରର ନାଁ
  • ||
  • କରୋନା ସ୍ଥିତି ନସୁଧୁରିବା ଯାଏ ରେମଡେସିଭିର ରପ୍ତାନୀ ବନ୍ଦ
  • ||
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ୧୯୨୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

7/04/2021 at 11:59 AM

ଭୁବନେଶ୍ୱର ୭।୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଜଣଙ୍କ ପୁରୀ ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୪୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୫୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୨୪୪୫୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts