Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୩୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

13/04/2021 at 9:38 AM

ଭୁବନେଶ୍ୱର ୧୩।୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭୪୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କର କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଦୁଇ ଜଣ ନୂଆପଡା ଜିଲ୍ଲାର ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୩୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୫୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୦୬୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୪୨୮୪୬୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts