Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

18/04/2021 at 9:13 AM

ଭୁବନେଶ୍ୱର ୧୮।୦୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୬୬୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ମଧ୍ୟରୁ ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୮୨୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୪୮୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୪୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୫୯୯୮୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts