Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||
  • ପଶ୍ଚିମବଙ୍ଗ-ବାଂଲାଦେଶକୁ ମୁହାଁଇଲା ଭୀଷଣ ଅବପାତ, ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ମୁମ୍ବାଇ ସିଟି ସେଣ୍ଟର ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ମଲ୍‌ରେ ଥିଲେ ପ୍ରାୟ ୩୦୦ ଲୋକ
  • ||

ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୋଟ୍ ମୃତକଙ୍କ ସଂଖ୍ୟା ୧୦୨୨

11/10/2020 at 11:22 AM

ଭୁବନେଶ୍ବର ୧୧।୧୦: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ଢେଙ୍କାନାଳରୁ ୨ଜଣ,କଳାହାଣ୍ଡି, କେନ୍ଦ୍ରାପଡା, ଗଜପତି, ପୁରୀ ଓ କୋରାପୁଟରୁ  ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

   Related Posts