Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

କ୍ୟାନସର ହସ୍ପିଟାଲରେ କରୋନା…

24/06/2020 at 7:14 PM

କଟକ୨୪/୬: କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ କରୋନା ସଂକ୍ରମିତ ଚିହ୍ନଟ। ହସ୍ପିଟାଲ ଇମର୍ଜେନ୍‌ସି ଓ୍ବାର୍ଡରେ ଜଣେ ରୋଗୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଇମର୍ଜେନ୍‌ସି ଓ୍ବାର୍ଡରେ ଭର୍ତ୍ତି ହୋଇଥିଲେ ଗଞ୍ଜାମ ଜିଲ୍ଲାର ରୋଗୀ। ଏହି କରୋନ ଚିହ୍ନଟ ପରେ ସେହି ଓ୍ବାର୍ଡ଼କୁ ସିଲ୍‌ କରି ସାନିଟାଇଜ୍‌ କରାଯାଉଛି । ସଂପୃକ୍ତ ରୋଗୀଙ୍କୁ କୋଭିଡ୍‌ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ହସ୍ପିଟାଲ ଷ୍ଟାଫମାନଙ୍କର କୋଭିଡ୍‌ ଟେଷ୍ଟ ହେବ ବୋଲି କ୍ୟାନସର ହସ୍ପିଟାଲ ନିର୍ଦ୍ଦେଶକ ଲଲାଟେନ୍ଦୁ ଷଡ଼ଙ୍ଗୀ ସୂଚନା ଦେଇଛନନ୍ତି।

   Related Posts